ଗଣନା ପୁସ୍ତକ 10:35 - ଓଡିଆ ବାଇବେଲ35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ। Se kapitletପବିତ୍ର ବାଇବଲ (Re-edited) - (BSI)35 ପୁଣି ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, ସଦାପ୍ରଭୋ, ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।” Se kapitletପବିତ୍ର ବାଇବଲ35 ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, “ସଦାପ୍ରଭୁ ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହୁଅନ୍ତୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।” Se kapitlet |