ଗଣନା ପୁସ୍ତକ 11:12 - ଓଡିଆ ବାଇବେଲ12 ମୁଁ କ’ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି ? ମୁଁ କ’ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ ? Se kapitletପବିତ୍ର ବାଇବଲ (Re-edited) - (BSI)12 ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ? Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’ Se kapitletପବିତ୍ର ବାଇବଲ12 କ’ଣ ସେମାନେ ସମସ୍ତେ ମୋ'ଠାରୁ ଜନ୍ମ ହୋଇଛନ୍ତି? ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ପ୍ରତିଜ୍ଞା କରିଥିଲ ମୁଁ ସେମାନଙ୍କୁ ଶିଶୁ ପରି କ’ଣ ବୋହି ନେବି? Se kapitlet |