ଗଣନା ପୁସ୍ତକ 11:2 - ଓଡିଆ ବାଇବେଲ2 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା। Se kapitletପବିତ୍ର ବାଇବଲ (Re-edited) - (BSI)2 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଥମିଗଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା। Se kapitletପବିତ୍ର ବାଇବଲ2 ତେଣୁ ଲୋକମାନେ ମୋଶାଙ୍କ ନିକଟରେ ସାହାଯ୍ୟ ପାଇଁ କ୍ରନ୍ଦନ କଲେ। ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ ସେହି ଅଗ୍ନି ଥମିଗଲା। Se kapitlet |