ଗଣନା ପୁସ୍ତକ 13:20 - ଓଡିଆ ବାଇବେଲ20 ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ। ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା। Se kapitletପବିତ୍ର ବାଇବଲ (Re-edited) - (BSI)20 ପୁଣି ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ। ସେହି ସମୟରେ ପ୍ରଥମ ପକ୍ଵ ଦ୍ରାକ୍ଷାଫଳର ସମୟ ଥିଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା। Se kapitletପବିତ୍ର ବାଇବଲ20 ପୁଣି ସେହି ମାଟିର ଉତ୍କର୍ଷଣ ଖୋଳ, ଉର୍ବର କି ଅନୁର୍ବର। ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ଦ୍ରାକ୍ଷାଫଳ ପାଚିବାର ଥିଲା। Se kapitlet |