Online Bibel

- Annoncer -




ଗଣନା ପୁସ୍ତକ 17:9 - ଓଡିଆ ବାଇବେଲ

9 ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

9 ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।

Se kapitlet Kopi

ପବିତ୍ର ବାଇବଲ

9 ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହିସବୁ ଆଶାବାଡ଼ି ଆଣି ଇସ୍ରାଏଲର ସମସ୍ତ ଲୋକଙ୍କୁ ଦେଖାଇଲେ, ସେମାନେ ତାହା ଦେଖି ପ୍ରତ୍ୟେକେ ନିଜ ନିଜ ଆଶାବାଡ଼ି ନେଲେ।

Se kapitlet Kopi




ଗଣନା ପୁସ୍ତକ 17:9

Følg os:

Annoncer


Annoncer