ଗଣନା ପୁସ୍ତକ 18:24 - ଓଡିଆ ବାଇବେଲ24 କାରଣ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।” Se kapitletପବିତ୍ର ବାଇବଲ (Re-edited) - (BSI)24 କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି,ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ‘ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।’” Se kapitletପବିତ୍ର ବାଇବଲ24 କାରଣ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କୁ ଉତ୍ତୋଳନୀୟ ଉପହାରରୂପେ ଯେଉଁ ଏକ ଦଶମାଂସ ଉତ୍ସର୍ଗ କରନ୍ତି, ତାହା ମୁଁ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲି। ଏଣୁ ମୁଁ କହିଲି, ସେମାନେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।” Se kapitlet |