Online Bibel

- Annoncer -




ଗଣନା ପୁସ୍ତକ 20:12 - ଓଡିଆ ବାଇବେଲ

12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ଵାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ତଳୀକି ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”

Se kapitlet Kopi

ପବିତ୍ର ବାଇବଲ

12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ସମ୍ମୁଖରେ ମୋ'ଠାରେ ବିଶ୍ୱାସ କଲ ନାହିଁ ଏବଂ ଲୋକମାନଙ୍କ ଆଗରେ ମୋତେ ପବିତ୍ର ରୂପେ ସମ୍ମାନ ଦେଲ ନାହିଁ। ଏଣୁ ତୁମ୍ଭେମାନେ ଏହି ଲୋକମାନଙ୍କୁ ସେହି ଦେଶ ଭିତରକୁ ନେବ ନାହିଁ, ଯାହା ମୁଁ ସେମାନଙ୍କୁ ଦେଇଛି।”

Se kapitlet Kopi




ଗଣନା ପୁସ୍ତକ 20:12

Følg os:

Annoncer


Annoncer