ଗଣନା ପୁସ୍ତକ 21:4 - ଓଡିଆ ବାଇବେଲ4 ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା। Se kapitletପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା। Se kapitletପବିତ୍ର ବାଇବଲ4 ତା'ପରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ଲୋହିତ ସାଗର ପଥ ଦେଇ ଯାତ୍ରା କଲେ। ପୁଣି ଦୀର୍ଘପଥ ଯୋଗୁଁ ସେମାନେ ଧୈର୍ଯ୍ୟହରା ହୋଇଗଲେ। Se kapitlet |