ଗଣନା ପୁସ୍ତକ 22:12 - ଓଡିଆ ବାଇବେଲ12 ତହିଁରେ ପରମେଶ୍ୱର ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)12 ତହିଁରେ ପରମେଶ୍ଵର ବିଲୀୟମକୁ କହିଲେ, ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ପରମେଶ୍ୱର ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।” Se kapitletପବିତ୍ର ବାଇବଲ12 କିନ୍ତୁ ପରମେଶ୍ୱର ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କ ସହିତ ଯିବା ଉଚିତ୍ ନୁହଁ, ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବା ଉଚିତ୍ ନୁହଁ। କାରଣ ଇସ୍ରାଏଲ ମୋର ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୋଇଅଛି।” Se kapitlet |