Online Bibel

- Annoncer -




ଗଣନା ପୁସ୍ତକ 23:24 - ଓଡିଆ ବାଇବେଲ

24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”

Se kapitlet Kopi

ପବିତ୍ର ବାଇବଲ

24 ଦେଖ ସେହି ଲୋକମାନେ ସିଂହ ବିକ୍ରମରେ ଲଢ଼ୁଛନ୍ତି। ସେମାନେ ସିଂହ ପରି ଉଠୁଛନ୍ତି। ଯେପର୍ଯ୍ୟନ୍ତ ସେ ସିଂହ ଶିକାର ଭୋଜନ ନ କରିଛି ଓ ହତ ଲୋକମାନଙ୍କର ରକ୍ତ ପାନ ନ କରିଛ, ସେ ପର୍ଯ୍ୟନ୍ତ ଶୟନ କରିବ ନାହିଁ।”

Se kapitlet Kopi




ଗଣନା ପୁସ୍ତକ 23:24

Følg os:

Annoncer


Annoncer