Online Bibel

- Annoncer -




ଗଣନା ପୁସ୍ତକ 28:24 - ଓଡିଆ ବାଇବେଲ

24 ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟ ରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

24 ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ଯାଏ ପ୍ରତି ଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟ ରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ତାହା ଉତ୍ସର୍ଗିତ ହେବ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।

Se kapitlet Kopi

ପବିତ୍ର ବାଇବଲ

24 “ଏହି ବିଧି ଅନୁସାରେ ତୁମ୍ଭେମାନେ ସାତ ଦିନ ଯାଏ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟରୂପେ ସୁବାସିତ ନୈବେଦ୍ୟ ଉପହାର ଉତ୍ସର୍ଗ କରିବା ଉଚିତ୍। ଏହା ନିତ୍ୟ ହୋମବଳି ଓ ତହିଁର ପେୟନୈବେଦ୍ୟ ଛଡ଼ା ତାହା ଉତ୍ସର୍ଗୀତ ହେବ।

Se kapitlet Kopi




ଗଣନା ପୁସ୍ତକ 28:24

Følg os:

Annoncer


Annoncer