ଗଣନା ପୁସ୍ତକ 29:5 - ଓଡିଆ ବାଇବେଲ5 ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ। Se kapitletପବିତ୍ର ବାଇବଲ (Re-edited) - (BSI)5 ପୁଣି ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ। Se kapitletପବିତ୍ର ବାଇବଲ5 ପୁଣି ତୁମ୍ଭର ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛାଗ ଉତ୍ସର୍ଗ କରିବା ଉଚିତ୍। Se kapitlet |