Online Bibel

- Annoncer -




ଗଣନା ପୁସ୍ତକ 31:49 - ଓଡିଆ ବାଇବେଲ

49 ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

49 ପୁଣି ସେମାନେ ମୋଶାଙ୍କୁ କହିଲେ, ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।

Se kapitlet Kopi

ପବିତ୍ର ବାଇବଲ

49 ସେମାନେ ମୋଶାଙ୍କୁ କହିଲେ, “ଆମ୍ଭେ ତୁମ୍ଭର ସେବକଗଣ ନିଜ ଅଧୀନସ୍ଥ ସମସ୍ତ ଯୋଦ୍ଧାମାନଙ୍କୁ ଗଣନା କରିଅଛୁ। କେହିଜଣେ ହଜିଯାଇ ନାହାନ୍ତି।

Se kapitlet Kopi




ଗଣନା ପୁସ୍ତକ 31:49

Følg os:

Annoncer


Annoncer