Online Bibel

- Annoncer -




ଗଣନା ପୁସ୍ତକ 35:31 - ଓଡିଆ ବାଇବେଲ

31 ଆହୁରି ପ୍ରାଣଦଣ୍ଡଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

31 ଆହୁରି ପ୍ରାଣଦଣ୍ତଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।

Se kapitlet Kopi

ପବିତ୍ର ବାଇବଲ

31 “ଆହୁରି ମୃତ୍ୟୁଦଣ୍ଡରେ ଦଣ୍ତିତ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାପ୍ୟ ଗ୍ରହଣ କରାଯାଇ ନ ପାରେ। ତାକୁ ନିଶ୍ଚିତ ଭାବରେ ହତ୍ୟା କରାଯିବ।

Se kapitlet Kopi




ଗଣନା ପୁସ୍ତକ 35:31

Følg os:

Annoncer


Annoncer