ଗଣନା ପୁସ୍ତକ 9:12 - ଓଡିଆ ବାଇବେଲ12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ। Se kapitletପବିତ୍ର ବାଇବଲ (Re-edited) - (BSI)12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ। Se kapitletପବିତ୍ର ବାଇବଲ12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ। ସେମାନେ ମେଷ ବତ୍ସର କୌଣସି ହାଡ଼ ଭାଙ୍ଗିବେ ନାହିଁ, ଆଉ ସେମାନେ ନିସ୍ତାରପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ। Se kapitlet |