ହିତୋପଦେଶ 11:15 - ଓଡିଆ ବାଇବେଲ15 ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ। Se kapitletପବିତ୍ର ବାଇବଲ (Re-edited) - (BSI)15 ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ଲଗା ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ। Se kapitletପବିତ୍ର ବାଇବଲ15 ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ୟ କ୍ଳେଶ ପାଏ। ମାତ୍ର ଲଗା ହେବାକୁ ଯେ ଘୃଣା କରେ ସେ ନିରାପଦ ଥାଏ। Se kapitlet |