Online Bibel

- Annoncer -




ହିତୋପଦେଶ 19:7 - ଓଡିଆ ବାଇବେଲ

7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।

Se kapitlet Kopi

ପବିତ୍ର ବାଇବଲ

7 ଦରିଦ୍ର ଲୋକଙ୍କୁ ତା'ର ପରିବାର ମଧ୍ୟ ଭଲ ପାଏ ନାହିଁ। ତା'ର ମିତ୍ରମାନେ ତା'ଠାରୁ ଅଧିକ ଦୂରତା ରକ୍ଷା କରନ୍ତି। ସେ ସେମାନଙ୍କର ସାହାଯ୍ୟ ପାଇଁ ଭିକ୍ଷା କରେ, କିନ୍ତୁ ସେମାନେ ତା'ର ନିକଟକୁ ଯାଆନ୍ତି ନାହିଁ।

Se kapitlet Kopi




ହିତୋପଦେଶ 19:7

Følg os:

Annoncer


Annoncer