ହିତୋପଦେଶ 8:36 - ଓଡିଆ ବାଇବେଲ36 ମାତ୍ର ଯେ ମୋ’ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)36 ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।” Se kapitletପବିତ୍ର ବାଇବଲ36 କିନ୍ତୁ ଯେ ମୋର ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁସବୁ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭୟ କରନ୍ତି।” Se kapitlet |