1 ବଂଶାବଳୀ 29:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି। See the chapterପବିତ୍ର ବାଇବଲ (Re-edited) - (BSI)2 ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ଵରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ଵର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି। See the chapterଓଡିଆ ବାଇବେଲ2 ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋ’ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବ ପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି। See the chapterପବିତ୍ର ବାଇବଲ2 ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମୋର ସାଧ୍ୟମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦେଇଅଛି। ମୁଁ ରୌପ୍ୟରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରୌପ୍ୟ ଦେଇଅଛି। ମୁଁ ପିତ୍ତଳରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦେଇଅଛି। ମୁଁ ଲୌହର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦେଇଅଛି। ମୁଁ କାଠର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦେଇଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖୋଦନ କାର୍ଯ୍ୟ ପାଇଁ ଓ ଗୋମେଦକମଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ୟ ପ୍ରସ୍ତର ଓ ଶୁଭ୍ର ମାର୍ବଲ ପ୍ରସ୍ତର ଦେଇଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ନିମନ୍ତେ ମୁଁ ଏହି ପ୍ରକାର ଅନେକ ଅନେକ ସାମଗ୍ରୀ ଦେଇଅଛି। See the chapter |