1 ଶାମୁୟେଲ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ। See the chapterପବିତ୍ର ବାଇବଲ (Re-edited) - (BSI)3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ଵର ଅଟନ୍ତି, ତାହାଙ୍କ ଦ୍ଵାରା ସକଳ କ୍ରିୟା ତୌଲାଯାଏ। See the chapterଓଡିଆ ବାଇବେଲ3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ। See the chapterପବିତ୍ର ବାଇବଲ3 ନିଜ ବୃଥାଗର୍ବ ବନ୍ଦ କର। ଅହଂକାର ଭାବରେ କହିବା ବନ୍ଦ କର। ସଦାପ୍ରଭୁ ପରମେଶ୍ୱର ସର୍ବଜ୍ଞ ଅଟନ୍ତି ଏବଂ ସେ ଲୋକମାନଙ୍କୁ ସେମାନଙ୍କର କର୍ମ ଅନୁଯାୟୀ ବିଗ୍ଭର କରନ୍ତି। See the chapter |