1 ଶାମୁୟେଲ 22:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ। See the chapterଓଡିଆ ବାଇବେଲ2 ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ। See the chapterପବିତ୍ର ବାଇବଲ2 ଦାଉଦଙ୍କ ସହିତ ବହୁତ ଲୋକ ଥିଲେ ଯେଉଁମାନେ ବିପଦରେ ଥିଲେ, ଯେଉଁମାନେ ଋଣଗ୍ରସ୍ତ ଥିଲେ, ଆଉ ଯେଉଁମାନେ ଜୀବନରେ ଶାନ୍ତି ପାଇ ନାହାନ୍ତି, ଏହିପରି ଲୋକମାନେ ଦାଉଦଙ୍କ ସାଥୀ ହେଲେ। ଏହିପରି ଭାବରେ ଦାଉଦ 400 ଲୋକଙ୍କର ନେତା ହେଲେ। See the chapter |