1 ଶାମୁୟେଲ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ See the chapterପବିତ୍ର ବାଇବଲ (Re-edited) - (BSI)2 ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ ପ୍ର.ଶା. ୪:୧୫ See the chapterଓଡିଆ ବାଇବେଲ2 ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ See the chapterପବିତ୍ର ବାଇବଲ2 ଏହି ସମୟରେ ଏଲିଙ୍କର ଚକ୍ଷୁ ଧୁନ୍ଦୁଳା ହେବାକୁ ଲାଗିଲା। ଏଣୁ ସେ ଦେଖି ପାରିଲେ ନାହିଁ, ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ। See the chapter |