1 ଶାମୁୟେଲ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ। See the chapterଓଡିଆ ବାଇବେଲ9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ। See the chapterପବିତ୍ର ବାଇବଲ9 ଶାମୁୟେଲ ଗୋଟିଏ ମେଣ୍ଢାଛୁଆ ନେଲେ ଏବଂ ସଦାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ହୋମବଳି ରୂପେ ଏହା ଉତ୍ସର୍ଗ କଲେ। ଶାମୁୟେଲ ଇସ୍ରାଏଲୀୟମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ସଦାପ୍ରଭୁ ଶାମୁୟେଲଙ୍କ ପ୍ରାର୍ଥନାର ଉତ୍ତର ଦେଲେ। See the chapter |