୧ ଥେସଲନୀକୀୟ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା। See the chapterପବିତ୍ର ବାଇବଲ (Re-edited) - (BSI)18 ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା। See the chapterଓଡିଆ ବାଇବେଲ18 ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା । See the chapterପବିତ୍ର ବାଇବଲ (CL) NT (BSI)18 ତୁମ୍ଭମାନଙ୍କ ନିକଟକୁ ଫେରିଯିବା ପାଇଁ ଆମର ପ୍ରବଳ ଇଚ୍ଛା ଥିଲା ଓ ମୁଁ ନିେଜ ଫେରିଯିବା ପାଇଁ ଏକାଧିକ ଥର ଚେଷ୍ଟା କରିଥିଲି, କିନ୍ତୁ ଶୟତାନ ଆମକୁ ଏଥିରେ ବାଧା ଦେଲା। See the chapterପବିତ୍ର ବାଇବଲ18 ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲୁ। ମୁଁ ପାଉଲ ନିଜେ କେତେ ଥର ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଶୟତାନ ଆମ୍ଭକୁ ବାଧା ଦେଇଛି। See the chapter |