୧ ଥେସଲନୀକୀୟ 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ? See the chapterପବିତ୍ର ବାଇବଲ (Re-edited) - (BSI)19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ବା ଆନନ୍ଦ ବା ଦର୍ପର ମୁକୁଟ କଅଣ ଅଟେ? କି ତୁମ୍ଭେମାନେ ନୁହଁ? See the chapterଓଡିଆ ବାଇବେଲ19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ? See the chapterପବିତ୍ର ବାଇବଲ (CL) NT (BSI)19 ସେ ଯାହାହେଉ, ମୋର ବିଶ୍ୱାସ, ଆମ ପ୍ରଭୁ ଯୀଶୁଙ୍କ ଆଗମନ ବେଳେ ତାଙ୍କ ସମ୍ମୁଖରେ ଅନ୍ୟମାନଙ୍କ ପରି ତୁମ୍ଭେମାନେ ମଧ୍ୟ ଆମର ଆଶା, ଆନନ୍ଦ ଓ ବିଜୟ ଦର୍ପର କାରଣ ହେବ। See the chapterପବିତ୍ର ବାଇବଲ19 ତୁମ୍ଭେମାନେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତେବେଳେ ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ। See the chapter |