୧ ଥେସଲନୀକୀୟ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ, See the chapterପବିତ୍ର ବାଇବଲ (Re-edited) - (BSI)3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ଵରଙ୍କର ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,, See the chapterଓଡିଆ ବାଇବେଲ3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ୱରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ, See the chapterପବିତ୍ର ବାଇବଲ (CL) NT (BSI)3 ଈଶ୍ୱର ଚାହାଁନ୍ତି, ତୁମ୍ଭେମାନେ ିଜକୁ ଯୌନ ପାପରୁ ମୁକ୍ତ ରଖି ପବିତ୍ର ରୁହ। See the chapterପବିତ୍ର ବାଇବଲ3 ସେ ଗ୍ଭହାନ୍ତି ଯେ, ତୁମ୍ଭେମାନେ ଯୌନଗତ ପାପଗୁଡ଼ିକରୁ ଦୂରରେ ରୁହ। See the chapter |