୧ ଥେସଲନୀକୀୟ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ। See the chapterପବିତ୍ର ବାଇବଲ (Re-edited) - (BSI)8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ଵର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ। See the chapterଓଡିଆ ବାଇବେଲ8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ । See the chapterପବିତ୍ର ବାଇବଲ (CL) NT (BSI)8 ତେଣୁ ଯେ କେହି ଆମର ଏହି ଶିକ୍ଷାକୁ ଅଗ୍ରାହ୍ୟ କରେ, ସେ କେବଳ ମନୁଷ୍ୟକୁ ଉପେକ୍ଷା କରେ ନାହିଁ - ପବିତ୍ରଆତ୍ମାଦାନକାରୀ ଈଶ୍ୱରଙ୍କୁ ଅବମାନନା କରେ। See the chapterପବିତ୍ର ବାଇବଲ8 ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ୱରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ୱର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥା’ନ୍ତି। See the chapter |