Online Bible

- Advertisements -




2 ବଂଶାବଳୀ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 ଆଉ ଶଲୋମନଙ୍କର ଅଶ୍ଵସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।

See the chapter Copy

ଓଡିଆ ବାଇବେଲ

16 ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।

See the chapter Copy

ପବିତ୍ର ବାଇବଲ

16 କ୍ୟୁଏ ଏବଂ ମିଶରରୁ ଶଲୋମନ ଘୋଡ଼ାସବୁ କିଣିଲେ। ରାଜାଙ୍କର ବଣିକମାନେ ଘାଡ଼ାସବୁ କିଣିବାକୁ କ୍ୟୁଏକୁ ଗଲେ।

See the chapter Copy




2 ବଂଶାବଳୀ 1:16

Follow us:

Advertisements


Advertisements