2 ବଂଶାବଳୀ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ରିହବୀୟାମ୍ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ। See the chapterପବିତ୍ର ବାଇବଲ1 ରିହବିୟାମ୍ ଶିଖିମ୍ ସହରକୁ ଗଲେ, କାରଣ ଇସ୍ରାଏଲର ସମସ୍ତ ଲୋକ ତାଙ୍କୁ ରାଜା କରିବା ନିମନ୍ତେ ସେଠାକୁ ଯାଇଥିଲେ। See the chapter |