2 ବଂଶାବଳୀ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ।” See the chapterପବିତ୍ର ବାଇବଲ (Re-edited) - (BSI)4 ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ। See the chapterଓଡିଆ ବାଇବେଲ4 “ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ।” See the chapterପବିତ୍ର ବାଇବଲ4 ତୁମ୍ଭର ପିତା ଆମ୍ଭମାନଙ୍କ ଜୀବନକୁ ଅସହ୍ୟ କରିଛନ୍ତି। ଆମ୍ଭମାନଙ୍କୁ ତାହା ଏକ ଅତ୍ୟନ୍ତ ଭାରୀ ବୋଝ ବୋହିଲା ପରି ଲାଗୁଅଛି। ସେହି ବୋଝକୁ ଆମ୍ଭମାନଙ୍କ ନିମନ୍ତେ ହାଲୁକା କରିଦିଅ, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବୁ।” See the chapter |