2 ବଂଶାବଳୀ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେ ସେମାନଙ୍କୁ କହିଲେ, “ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ ନିକଟକୁ ଆସ” ତହିଁରେ ଲୋକମାନେ ଚାଲିଗଲେ। See the chapterପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେ ସେମାନଙ୍କୁ କହିଲେ, ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ କତିକି ଆସ। ତହିଁରେ ଲୋକମାନେ ଚାଲିଗଲେ। See the chapterଓଡିଆ ବାଇବେଲ5 ତହୁଁ ସେ ସେମାନଙ୍କୁ କହିଲେ, “ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ ନିକଟକୁ ଆସ” ତହିଁରେ ଲୋକମାନେ ଚାଲିଗଲେ। See the chapterପବିତ୍ର ବାଇବଲ5 ରିହବିୟାମ୍ ସେମାନଙ୍କୁ କହିଲେ, “ମୋ’ ନିକଟକୁ ତିନି ଦିନ ପରେ ପୁନର୍ବାର ଆସ।” ତେଣୁ ଲୋକମାନେ ଫେରିଗଲେ। See the chapter |