2 ବଂଶାବଳୀ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି। See the chapterପବିତ୍ର ବାଇବଲ (Re-edited) - (BSI)8 ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ମହାଲୋକାରଣ୍ୟ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍ ନିର୍ମିତ ସ୍ଵର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି। See the chapterଓଡିଆ ବାଇବେଲ8 ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି। See the chapterପବିତ୍ର ବାଇବଲ8 “ବର୍ତ୍ତମାନ, ତୁମ୍ଭେମାନେ ସଦାପ୍ରଭୁଙ୍କ ରାଜତ୍ୱକୁ ପରାସ୍ତ କରିବା ନିମନ୍ତେ ସିଦ୍ଧାନ୍ତ ନେଇଅଛ ଯେଉଁ ରାଜ୍ୟ ଦାଉଦଙ୍କ ପୁତ୍ରମାନଙ୍କ ଦ୍ୱାରା ଶାସିତ ହେଉଅଛି। ତୁମ୍ଭମାନଙ୍କ ସହିତ ବହୁତ ସଂଖ୍ୟକ ଲୋକ ଅଛନ୍ତି ଓ ତୁମ୍ଭମାନଙ୍କ ନିକଟରେ ସେହି ସୁବର୍ଣ୍ଣ ବାଛୁରିଗୁଡ଼ିକ ଅଛି, ଯେଉଁ ‘ଦେବତାମାନଙ୍କୁ’ ଯାରବିୟାମ୍ ତୁମ୍ଭମାନଙ୍କ ନିମନ୍ତେ ନିର୍ମାଣ କରିଅଛିଏ। See the chapter |