2 ବଂଶାବଳୀ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍-ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ତାର ନଗର ପରାସ୍ତ କଲେ। See the chapterଓଡିଆ ବାଇବେଲ4 ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍-ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ। See the chapterପବିତ୍ର ବାଇବଲ4 ବିନ୍ହଦଦ୍ ରାଜା ଆସାଙ୍କ ସହିତ ସମ୍ମତ ହେଲେ। ଇସ୍ରାଏଲର ସହରଗୁଡ଼ିକ ଉପରେ ଆକ୍ରମଣ କରିବା ନିମନ୍ତେ ବିନ୍ହଦଦ୍ ତାଙ୍କ ସୈନ୍ୟଦଳର ସେନାପତିମାନଙ୍କୁ ପଠାଇଲେ। ସେହି ସେନାପତିମାନେ ଇୟୋନ, ଦାନ ଓ ଆବେଲମୟିମ୍ ସହରଗୁଡ଼ିକ ଉପରେ ଆକ୍ରମଣ କଲେ। ସେମାନେ ନପ୍ତାଲି ଅଞ୍ଚଳର ସମସ୍ତ ସହରଗୁଡ଼ିକ ଉପରେ ମଧ୍ୟ ଆକ୍ରମଣ କଲେ, ଯେଉଁଠାରେ ଜିନିଷ ଠୁଳ କରି ରଖାଯାଇଥିଲା। See the chapter |