2 ବଂଶାବଳୀ 17:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେ ଆପଣା ପୈତୃକ ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ତାହାଙ୍କ ଆଜ୍ଞା ପଥରେ ଚଳି ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ। See the chapterଓଡିଆ ବାଇବେଲ4 ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ। See the chapterପବିତ୍ର ବାଇବଲ4 ଯିହୋଶାଫଟଙ୍କର ପୂର୍ବପୁରୁଷମାନେ ଯେଉଁ ପରମେଶ୍ୱରଙ୍କର ଅନୁଗାମୀ ହୋଇଥିଲେ, ଯିହୋଶାଫଟ୍ ତାଙ୍କର ଅନ୍ୱେଷଣ କଲେ। ସେ ପରମେଶ୍ୱରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ଇସ୍ରାଏଲର ଲୋକମାନେ ଯେପରି ଜୀବନ କାଟୁଥିଲେ, ସେ ସେପ୍ରକାର ଜୀବନ କାଟୁ ନ ଥିଲେ। See the chapter |