2 ବଂଶାବଳୀ 18:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)22 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି। See the chapterଓଡିଆ ବାଇବେଲ22 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।” See the chapterପବିତ୍ର ବାଇବଲ22 “ଏଣୁ ହେ ଆହାବ, ଦେଖନ୍ତୁ, ସଦାପ୍ରଭୁ ଆପଣଙ୍କ ଭବିଷ୍ୟଦ୍ବକ୍ତାମାନଙ୍କର ମୁଖରେ ଏକ ମିଥ୍ୟାବାଦୀର ଆତ୍ମା ଦେଇଛନ୍ତି, ସଦାପ୍ରଭୁ କହିଛନ୍ତି ଯେ, ତୁମ୍ଭ ପ୍ରତି ଅମଙ୍ଗଳ ହିଁ ଘଟିବ।” See the chapter |