2 ବଂଶାବଳୀ 18:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।” See the chapterପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, ଯିମ୍ଳର ପୁତ୍ର ମୀଖାୟକୁ ଶୀଘ୍ର ଆଣ। See the chapterଓଡିଆ ବାଇବେଲ8 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।” See the chapterପବିତ୍ର ବାଇବଲ8 ତା'ପରେ ଇସ୍ରାଏଲର ରାଜା ତାଙ୍କର ଜଣେ କର୍ମଗ୍ଭରୀଙ୍କୁ ଡାକିଲେ ଓ ତାକୁ କହିଲେ, “ଶୀଘ୍ର ଯାଅ, ଯିମ୍ଳଙ୍କର ପୁତ୍ର ମୀଖାୟଙ୍କୁ ଏଠାକୁ ନେଇଆସ।” See the chapter |