2 ବଂଶାବଳୀ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରିଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି।” See the chapterପବିତ୍ର ବାଇବଲ (Re-edited) - (BSI)3 ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରି ଦେଇଅଛ ଓ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି। See the chapterଓଡିଆ ବାଇବେଲ3 ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରି ଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି।” See the chapterପବିତ୍ର ବାଇବଲ3 କିନ୍ତୁ ତୁମ୍ଭେ ଜୀବନରେ କେତେକ ଉତ୍ତମ ବିଷୟ କରିଅଛ। ତୁମ୍ଭେ ଏହି ଦେଶରୁ ଆଶେରା ସ୍ତମ୍ଭଗୁଡ଼ିକୁ ଧ୍ୱଂସ କରି ଦେଇଅଛ ଓ ତୁମ୍ଭେ ପରମେଶ୍ୱରଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭ ଅନ୍ତରରେ ସିଦ୍ଧାନ୍ତ ନେଇଅଛ।” See the chapter |