Online Bible

- Advertisements -




2 ବଂଶାବଳୀ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳି-ମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।

See the chapter Copy

ଓଡିଆ ବାଇବେଲ

10 ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”

See the chapter Copy

ପବିତ୍ର ବାଇବଲ

10 କାଠଗଣ୍ଡି ନିମନ୍ତେ ଗଛ କାଟିବା ପାଇଁ ମୁଁ ଏହିଭଳି ଭାବରେ ତୁମ୍ଭ ଦାସମାନଙ୍କୁ ମୂଲ୍ୟ ଦେଇପାରେ। ମୁଁ ସେମାନଙ୍କ ଖାଦ୍ୟ ନିମନ୍ତେ 20,000 ମହଣ ଗହମ, ଓ 20,000 ମହଣ ଦ୍ରାକ୍ଷାରସ ଏବଂ ତୈଳ 20,000 ମହଣ ପ୍ରଦାନ କରିବି।”

See the chapter Copy




2 ବଂଶାବଳୀ 2:10

Follow us:

Advertisements


Advertisements