2 ବଂଶାବଳୀ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ଵେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ। See the chapterଓଡିଆ ବାଇବେଲ4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ। See the chapterପବିତ୍ର ବାଇବଲ4 ଯିହୁଦାର ଲୋକମାନେ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗିବା ନିମନ୍ତେ ଏକତ୍ର ହେଲେ। ସେମାନେ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ଲୋଡ଼ିବାକୁ ଯିହୁଦାର ସବୁ ସହରରୁ ବାହାରି ଆସିଲେ। See the chapter |