2 ବଂଶାବଳୀ 22:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ। See the chapterପବିତ୍ର ବାଇବଲ (Re-edited) - (BSI)10 ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ। See the chapterଓଡିଆ ବାଇବେଲ10 ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ। See the chapterପବିତ୍ର ବାଇବଲ10 ଅଥଲିୟା ଅହସିୟଙ୍କ ମାତା ଥିଲେ। ଯେତେବେଳେ ସେ ଦେଖିଲେ ଯେ, ତାଙ୍କର ପୁତ୍ରର ମୃତ୍ୟୁ ହୋଇଅଛି, ସେ ଯିହୁଦାରେ ରାଜାଙ୍କର ସବୁ ସନ୍ତାନମାନଙ୍କୁ ହତ୍ୟା କଲେ। See the chapter |