2 ବଂଶାବଳୀ 23:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍ର ପୁତ୍ର ଇଶ୍ମାୟେଲ, ଓବେଦ୍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନର ପୁତ୍ର ଇଶ୍ମାୟେଲ, ଓବେଦର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା । See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍ର ପୁତ୍ର ଇଶ୍ମାୟେଲ, ଓବେଦ୍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା। See the chapterପବିତ୍ର ବାଇବଲ1 ଛଅ ବର୍ଷ ପରେ, ଯିହୋୟାଦା ତାଙ୍କ ଶକ୍ତିର ପ୍ରଦର୍ଶନ କଲେ। ସେ ପ୍ରତ୍ୟେକଙ୍କର 100 ଜଣ ସୈନ୍ୟ ଥିବା କପ୍ତାନଙ୍କର ସହିତ ଏକ ଚୁକ୍ତି କଲେ। ସେହି କପ୍ତାନମାନେ ଥିଲେ: ଯିରୋହାମ୍ଙ୍କ ପୁତ୍ର ଅସରିୟ, ଯିହୋହାନନଙ୍କ ପୁତ୍ର ଇଶ୍ମାୟେଲ, ଓବେଦଙ୍କ ପୁତ୍ର ଅସରିୟ, ଅଦାୟାଙ୍କ ପୁତ୍ର ମାସେୟ ଓ ସିଖ୍ରିଙ୍କ ପୁତ୍ର ଇଲୀଶାଫଟ୍। See the chapter |