2 ବଂଶାବଳୀ 23:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶ-ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ। See the chapterଓଡିଆ ବାଇବେଲ2 ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ। See the chapterପବିତ୍ର ବାଇବଲ2 ସେମାନେ ଯିହୁଦାର ଗ୍ଭରିଆଡ଼େ ଯାଇ ସବୁ ସହରରୁ ଲେବୀୟମାନଙ୍କୁ ସଂଗ୍ରହ କଲେ। ସେମାନେ ଇସ୍ରାଏଲ ବଂଶର ନେତାମାନଙ୍କୁ ମଧ୍ୟ ଏକତ୍ରିତ କଲେ। ଏହା ପରେ ସେମାନେ ଯିରୁଶାଲମକୁ ଫେରିଗଲେ। See the chapter |