2 ବଂଶାବଳୀ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍ଶେବା ନିବାସିନୀ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ସେ ବେର୍ଶେବା-ନିବାସିନୀ ଥିଲେ। See the chapterଓଡିଆ ବାଇବେଲ1 ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍ଶେବା ନିବାସିନୀ ଥିଲେ। See the chapterପବିତ୍ର ବାଇବଲ1 ଯୋୟାଶ୍ ରାଜା ହେବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ସିବିୟା। ସିବିୟା ବେରଶେବା ସହରରୁ ଆସିଥିଲେ। See the chapter |