2 ବଂଶାବଳୀ 26:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ। See the chapterଓଡିଆ ବାଇବେଲ8 ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ। See the chapterପବିତ୍ର ବାଇବଲ8 ଅମ୍ମୋନୀୟମାନେ ଉଷିୟଙ୍କୁ ରାଜକର ଦେଲେ। ମିଶରର ସୀମା ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଉଷିୟଙ୍କ ନାମ ବିଖ୍ୟାତ ହୋଇ ଉଠିଲା, ସେ ବିଖ୍ୟାତ ହେଲେ, କାରଣ ସେ ଅତ୍ୟନ୍ତ ପରାକ୍ରମୀ ଥିଲେ। See the chapter |