2 ବଂଶାବଳୀ 27:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ। See the chapterଓଡିଆ ବାଇବେଲ1 ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ। See the chapterପବିତ୍ର ବାଇବଲ1 ଯୋଥାମ୍ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଷୋହଳ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଥିଲା ଯିରୁଶା। ଯିରୁଶା ସାଦୋକଙ୍କର କନ୍ୟା ଥିଲେ। See the chapter |