2 ବଂଶାବଳୀ 28:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍କାନାକୁ ବଧ କଲା। See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ଵିତୀୟ (ସ୍ଥାନୀୟ) ଇଲ୍କାନାକୁ ବଧ କଲା। See the chapterଓଡିଆ ବାଇବେଲ7 ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍କାନାକୁ ବଧ କଲା। See the chapterପବିତ୍ର ବାଇବଲ7 ସିଖ୍ରି ଇଫ୍ରୟିମର ଜଣେ ସାହସୀ ସୈନିକ ଥିଲେ। ସିଖ୍ରି ଆହସଙ୍କ ପୁତ୍ର ମାସେୟଙ୍କୁ, ରାଜପ୍ରାସାଦର ଅଧିକାରୀ ଦାୟିତ୍ୱରେ ଥିବା ଅସ୍ରିକାମଙ୍କୁ ଏବଂ ଇଲ୍କାନା (ଯିଏ କି ରାଜାଙ୍କ ପରେ ଦ୍ୱିତୀୟ ସ୍ଥାନରେ ଥିବା ଅଧିକାରୀ) ଙ୍କୁ ହତ୍ୟା କଲେ। See the chapter |