2 ବଂଶାବଳୀ 28:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ। See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲା; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ଯିହୁଦା ପ୍ରତି କୋପାନ୍ଵିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀପ କ୍ରୋଧାଗ୍ନି ଦ୍ଵାରା ସେମାନଙ୍କୁ ବଧ କରିଅଛ। See the chapterଓଡିଆ ବାଇବେଲ9 ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ। See the chapterପବିତ୍ର ବାଇବଲ9 କିନ୍ତୁ ସଦାପ୍ରଭୁଙ୍କର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରୁ ଜଣେ ଥିଲେ। ଏହି ଭବିଷ୍ୟଦ୍ବକ୍ତାଙ୍କର ନାମ ଥିଲା ଓବେଦ୍। ଓବେଦ୍ ଶମରିୟାକୁ ଫେରି ଆସିଥିବା ଇସ୍ରାଏଲୀୟ ସୈନ୍ୟଦଳକୁ ଭେଟିଲେ। ଓବେଦ୍ ଇସ୍ରାଏଲୀୟ ସୈନ୍ୟଦଳକୁ କହିଲେ, “ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ସେ ତୁମ୍ଭମାନଙ୍କ ଦ୍ୱାରା ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ, କାରଣ ସେ ସେମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କରିଛନ୍ତି। ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଅତ୍ୟନ୍ତ କଦର୍ଯ୍ୟ ଭାବରେ ହତ୍ୟା ଓ ଦଣ୍ଡିତ କରିଅଛ। See the chapter |