2 ବଂଶାବଳୀ 29:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି। See the chapterପବିତ୍ର ବାଇବଲ (Re-edited) - (BSI)10 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରଚଣ୍ତ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି। See the chapterଓଡିଆ ବାଇବେଲ10 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋ’ ମନରେ ଅଛି। See the chapterପବିତ୍ର ବାଇବଲ10 ତେଣୁ ବର୍ତ୍ତମାନ ମୁଁ ହିଜକିୟ, ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ସହିତ ଏକ ନିୟମ କରିବାକୁ ମନସ୍ଥ କରିଅଛି। ତେବେ ସେ ଆମ୍ଭମାନଙ୍କ ଉପରେ ଆଉ କ୍ରୋଧ କରିବେ ନାହିଁ। See the chapter |