2 ବଂଶାବଳୀ 31:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ। See the chapterଓଡିଆ ବାଇବେଲ4 ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ। See the chapterପବିତ୍ର ବାଇବଲ4 ହିଜକିୟ ଯିରୁଶାଲମରେ ବାସ କରୁଥିବା ଲୋକମାନଙ୍କୁ ସେମାନଙ୍କର ଶସ୍ୟର ପ୍ରଥମ ଅଂଶ ଯାଜକ ଓ ଲେବୀୟମାନଙ୍କୁ ଦେବା ନିମନ୍ତେ ଆଦେଶ ଦେଲେ, ଯେଉଁଥିପାଇଁ ଯାଜକ ଓ ଲେବୀୟମାନେ ବ୍ୟବସ୍ଥା ନିୟମାନୁଯାୟୀ କାର୍ଯ୍ୟ କରିବାରେ ସେମାନଙ୍କର ସମସ୍ତ ସମୟ ଅତିବାହିତ କରି ପାରିବେ। See the chapter |