Online Bible

- Advertisements -




2 ବଂଶାବଳୀ 33:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ଵରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।

See the chapter Copy

ଓଡିଆ ବାଇବେଲ

12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।

See the chapter Copy

ପବିତ୍ର ବାଇବଲ

12 ତାଙ୍କ ଉପରକୁ ଯେତେବେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ୱରଙ୍କଠାରୁ ସାହାଯ୍ୟ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ନମ୍ର କଲେ।

See the chapter Copy




2 ବଂଶାବଳୀ 33:12

Follow us:

Advertisements


Advertisements